ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି

ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

CM Mohan Majhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈତରଣୀ ନଦୀରେ ବୁଡ଼ ପକାଇ ଜଳ ଅର୍ପଣ କରୁଛନ୍ତି।

Niharika Rout
  • Published: Tuesday, 14 January 2025
  • Updated: 14 January 2025, 01:15 PM IST

Sports

Latest News

କେନ୍ଦୁଝରର ଗଣପର୍ବ ହେଉଛି ମକର ପର୍ବ। ଏହି ପର୍ବରେ ସାମିଲ ହେବା ନିମନ୍ତେ ଗତ ରାତିରେ ନୂଆଦିଲ୍ଲୀରୁ ଫେରିବା ପରେ ଆଜିଠୁ ମୁଖ୍ୟମନ୍ତ୍ରୀ ୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି। ଭୁବନେଶ୍ୱରରୁ ବିମାନରେ ଆସି ସକାଳ ୯ଟା ୪୦ ମିନିଟ୍ ରେ ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଥିଲେ । ଏହାପରେ ସେଠାରୁ କେନ୍ଦୁଝର ଦେଇ ସଡ଼କ ପଥରେ ୧୦ ଟା ୪୦ ମିନିଟ୍‌ରେ ପାଟଣାରେ ପହଞ୍ଚିଥିଲେ ।

ସେଠାରେ ବୈତରଣୀ ନଦୀରେ ମୁଖ୍ୟମନ୍ତ୍ରୀ ମକର ବୁଡ଼ ପକାଇଛନ୍ତି । ଏହାପରେ ନଦୀ କୂଳରେ ଥିବା ପରମେଶ୍ଵର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରିଛନ୍ତି । ସେଠାରୁ ଯାଇ ସେ ପାଟଣାର ପୁରାତନ ଆନନ୍ଦେଶ୍ୱର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ ସହ ଜଳାଭିଷେକ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଆଜି ସ୍ଥାନୀୟ ଅଞ୍ଚଳରେ ଥିବା ଦ୍ୱାଦଶ ଜ୍ୟୋର୍ତିଲିଙ୍ଗ ମନ୍ଦିର ଦର୍ଶନ କରିବେ। ଏହାପରେ ସେ ମା’ ତାରିଣୀଙ୍କ ଦର୍ଶନ କରିବେ। ଆଜିଠୁ ୩ ଦିନ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କର କେନ୍ଦୁଝର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମ ଥିବା ବେଳେ ସେ ୧୭ ତାରିଖରେ ଭୁବନେଶ୍ୱର ଫେରିବେ ବୋଲି ଜଣାଯାଇଛି।

Also Read

ମୁଖ୍ୟମନ୍ତ୍ରୀଙ୍କ ବୁଡ଼ ପକାଇବା କାର୍ଯ୍ୟକ୍ରମ ନିମନ୍ତେ ବୈତରଣୀ ନଦୀ କୂଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବହୁ ସଂଖ୍ୟାରେ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ବହୁ ସଂଖ୍ୟାରେ ଲୋକ ବି ଭିଡ଼ ଜମାଇଥିଲେ। ମୁଖ୍ୟମନ୍ତ୍ରୀ ଆଜି ସପତ୍ନୀକ କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story