ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।