ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଜବାବ

ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ।

Manoj Swain
  • Published: Thursday, 29 August 2024
  • Updated: 29 August 2024, 12:30 PM IST

Sports

Latest News

ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos