କାହିଁକି ଓଡିଶା ନାଁ ନେଲେ ଦିଦି || CM Mamata Banerjee || Kolkata Protests || Odisha Reporter
Advertisment
ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ । ଆପତ୍ତିଜନକ ମନ୍ତବ୍ୟ ଦେବାକୁ କିଏ ଅଧିକାର ଦେଲା ପଚାରିଲେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us