‘ଥାନାରେ ଭଲ ବ୍ୟବହାର କର, ରାତି ୨ଟାରେ ବି ମହିଳା ଥାନାକୁ ଗଲେ ଧୈର୍ଯ୍ୟର ସହ ଶୁଣ ଓ ତୁରନ୍ତ ମାମଲା ଦାଏର କର। ସରକାର ବଦଳିଛି, ତ୍ରୁଟି ସୁଧାରି ଦିଅ।’ କିଛି ଏଭଳି ଭାବେ କଡ଼ା କଥା ଶୁଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେବଳ ୮ ଘଣ୍ଟା ଡ୍ୟୁଟିରେ ସୀମିତ ନରହି ୨୪ ଘଣ୍ଟିଆ କାମ କରିବାକୁ ମୁଖ୍ୟମନ୍ତ୍ରୀ ପୁଲିସ୍ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦାଦାଙ୍କୁ କାହିଁକି ସମସ୍ତେ ଭଲ ପାଉଥିଲେ, ସେ କଥା କହିଲେ ଅନୁଭବ
ଦାଦା (ସମୀର ଦେ)ଙ୍କ ବ୍ୟବହାର ପାଇଁ ସମସ୍ତେ ତାଙ୍କୁ ଭଲ ପାଆନ୍ତି। ତାଙ୍କ ପାଖରୁ କେହି ଅପମାନିତ ହୋଇ ଫେରନ୍ତି ନାହିଁ।
Politics
ଓଡ଼ିଆ ଅସ୍ମିତାର ବିଜୟ ହୋଇନି, ଅହଙ୍କାରର ପରାଜୟ ହୋଇଛି
ଲୋକେ ପରିବର୍ତ୍ତନ ଚାହୁଁଥିଲେ। ଲୋକେ ପରିବର୍ତ୍ତନ କରିଛନ୍ତି।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Politics
ବିଜେପିରେ ଯୋଗଦେଲେ କୈଳାଶ ଗେହଲଟ, ଗତକାଲି ଆପରୁ ଇସ୍ତଫା ଦେଇଥିଲେ
ଗତକାଲି ଆପରୁ ଇସ୍ତଫା ଦେଇଥିଲେ କୈଳାଶ ଗେହଲଟ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।