ପୋଲିସକୁ ମୋହନଙ୍କ ସଂସ୍କାର ପାଠ ଆଚରଣ ଉଚ୍ଚାରଣ ଭଲ ରଖ| Odisha Reporter
Advertisment
‘ଥାନାରେ ଭଲ ବ୍ୟବହାର କର, ରାତି ୨ଟାରେ ବି ମହିଳା ଥାନାକୁ ଗଲେ ଧୈର୍ଯ୍ୟର ସହ ଶୁଣ ଓ ତୁରନ୍ତ ମାମଲା ଦାଏର କର। ସରକାର ବଦଳିଛି, ତ୍ରୁଟି ସୁଧାରି ଦିଅ।’ କିଛି ଏଭଳି ଭାବେ କଡ଼ା କଥା ଶୁଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେବଳ ୮ ଘଣ୍ଟା ଡ୍ୟୁଟିରେ ସୀମିତ ନରହି ୨୪ ଘଣ୍ଟିଆ କାମ କରିବାକୁ ମୁଖ୍ୟମନ୍ତ୍ରୀ ପୁଲିସ୍ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us