Advertisment

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଜିଲ୍ଲା କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କଲେ କେନ୍ଦୁଝରବାସୀ ।

Advertisment

କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଜିଲ୍ଲା କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କଲେ କେନ୍ଦୁଝରବାସୀ । ପରେ ମା’ ଘଟଗାଁ ତାରିଣୀଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ।

Advertisment
Odisha Odisha Cm Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe