\'ଖଣି ଲୁଟେରାଙ୍କୁ ଝାରପଡ଼ା ଜେଲ୍ ପଠାଇବା ତ\' || CM Mohan Majhi || Keonjhar District || Odisha Reporter
ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଜନ୍ମ ମାଟି କେନ୍ଦୁଝରକୁ ଯାଇଥିବା ମୋହନ ମାଝୀ ଭିନ୍ନ ଅନ୍ଦାଜରେ ନଜର ଆସିଛନ୍ତି। କେନ୍ଦୁଝରର ଷ୍ଟାଡିୟମରେ ଆୟୋଜିତ ସାଧାରଣ ସଭାରେ ସେ ରାଜ୍ୟରେ ୨୪ ବର୍ଷ ହେଲା ପୂର୍ବରୁ କ୍ଷମତାରେ ରହିଥିବା ବିଜେଡି ସରକାର ଉପରେ ଜୋରଦାର ବର୍ଷିଛନ୍ତି। ପୂର୍ବ ସରକାରରେ କେନ୍ଦୁଝରକୁ ଲୁଟ୍ କରାଯାଉଥିଲା ମୋହନ ମାଝୀ କହିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
