Advertisment

ପୂର୍ବ ବିଜେଡି ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। ଯେଉଁମାନେ ଲୁଟ୍ କରିଛନ୍ତି, ସେମାନେ ମୋ ନଜରରେ ଅଛନ୍ତି। କେହି ବି ବର୍ତ୍ତି ପାରିବେ ନାହିଁ। ସମସ୍ତଙ୍କୁ ଜେଲ୍ ପଠାଇବୁ।

ଅଦ୍ୟତନ ହୋଇଛି
Advertisment

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଜନ୍ମ ମାଟି କେନ୍ଦୁଝରକୁ ଯାଇଥିବା ମୋହନ ମାଝୀ ଭିନ୍ନ ଅନ୍ଦାଜରେ ନଜର ଆସିଛନ୍ତି। କେନ୍ଦୁଝରର ଷ୍ଟାଡିୟମରେ ଆୟୋଜିତ ସାଧାରଣ ସଭାରେ ସେ ରାଜ୍ୟରେ ୨୪ ବର୍ଷ ହେଲା ପୂର୍ବରୁ କ୍ଷମତାରେ ରହିଥିବା ବିଜେଡି ସରକାର ଉପରେ ଜୋରଦାର ବର୍ଷିଛନ୍ତି। ପୂର୍ବ ସରକାରରେ କେନ୍ଦୁଝରକୁ ଲୁଟ୍ କରାଯାଉଥିଲା ମୋହନ ମାଝୀ କହିଛନ୍ତି।

Advertisment
Mohan Charan Majhi Odisha Cm Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe