Advertisment

ମୁଖ୍ୟମନ୍ତ୍ରୀ ସସପେନ୍ସ ଜାରି

ଏଥରକୁ ମିଶାଇ କୁଚିଣ୍ଡାରୁ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ରବି ନାରାୟଣ ନାଏକ। ପୂର୍ବରୁ ସେ ୨୦୦୦, ୨୦୦୪ ଓ ୨୦୧୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Advertisment

ବିଜେପି ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ ? ସେନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କୁଚିଣ୍ଡା ବିଧାୟକ ରବି ନାରାୟଣ ନାଏକଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି। ଶୁଣନ୍ତୁ ଏନେଇ କ’ଣ କହିଛନ୍ତି ରବି ନାରାୟଣ ନାଏକ...

Advertisment
Rabi Narayan Naik CM Race Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe