ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ
ସାମିଲ ହେବେ। ଏହି ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସୂଚନା ମିଳିଛି। ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
Also Read
ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ‘ପ୍ରିୟ ଦିଦି ଯୋଜନା’: ପ୍ରତି ମହିଳାଙ୍କୁ ଦେବ ୨,୫୦୦ ଟଙ୍କା
କର୍ଣ୍ଣାଟକାର ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଏହି ଯୋଜନା ସମ୍ପର୍କରେ ଘୋଷଣା କରିବା ସହ କଂଗ୍ରେସ ଦିଲ୍ଲୀରେ ନିଶ୍ଚିତ ଭାବେ କ୍ଷମତା ଦଖଲ କରିବ ବୋଲି କହିଛନ୍ତି।
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।
Politics
ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ସାଂସଦ ରମେଶ ବିଧୁଡ଼ି। ପ୍ରିୟଙ୍କା ଗାନ୍ଧିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପରେ ମାଗିଲେ କ୍ଷମା।