Advertisment

ଆଜିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ।

ଅଦ୍ୟତନ ହୋଇଛି
CM Mohan Charan Majhi

CM Mohan Charan Majhi

Advertisment

ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ
ସାମିଲ ହେବେ। ଏହି ଗସ୍ତ ସମୟରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ସୂଚନା ମିଳିଛି। ଓଡ଼ିଶା ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Advertisment

ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ। 

Mohan Charan Majhi Delhi Cmo Of Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe