Advertisment

ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଯିବେ।

author-image
Jitendra Garnayak
CM Mohan Majhi

CM Mohan Majhi

୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ। 

Advertisment
CM Mohan Charan Majhi