ଫୁଲବାଣୀ, ଜୁନାଗଡ଼ ପରେ ଏବେ ନୀଳଗିରି NAC ଅଧ୍ୟକ୍ଷାଙ୍କ ବିରୋଧରେ ଆସିଛି ଅନାସ୍ଥା। ବିଜେଡି ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ୧୧ ଜଣ ବିଜେପି କାଉନସିଲର୍।
ଅଧ୍ୟକ୍ଷା ବିଭିନ୍ନ ୱାର୍ଡ ପ୍ରତି ପାତରଅନ୍ତର ସହ କାର୍ଯ୍ୟରେ ଅବହେଳା କରୁଥିବା ଅଭିଯୋଗ କରି ଜିଲ୍ଲାପାଳଙ୍କୁ ଭେଟିଛନ୍ତି କାଉନସିଲରମାନେ। ଏହି ଘଟଣାକୁ ନେଇ ନୀଳଗିରି ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ପ୍ରତିକ୍ରିୟା ମିଳିପାରିନି।
ସୂଚନାଯୋଗ୍ୟ, ଏହାପୂର୍ବରୁ ଫୁଲବାଣୀ ପୌରାଧ୍ୟକ୍ଷ ସ୍ମିତାରାଣୀ ମହାନ୍ତିଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆସିଥିଲା। ଭୋଟ ପରେ ପଦ ହରାଇଥିଲେ ସ୍ମିତାରାଣୀ। ସେହିପରି ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲଙ୍କ ବିରୋଧ ଅନାସ୍ଥା ପ୍ରସ୍ତାବ ଆସିଥିଲା। ହେଲେ ଜୁନାଗଡ଼ରେ ଅନାସ୍ଥା ଭୋଟ୍ ସ୍ଥଗିତ ରହିଛି। ଏଡିଏମ୍ ନ ଆସିବାରୁ ଅନାସ୍ଥା ଭୋଟକୁ ସ୍ଥଗିତ ରଖାଯାଇଥିବା ସୂଚନା ରହିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।