ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବାଡ଼ାବାଡ଼ି

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଆର୍ତ୍ତୁଂ ପଞ୍ଚାୟତରେ ଚାଲିଥିଲା ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। ହେଲେ..

Manoj Swain
  • Published: Sunday, 18 February 2024
  • Updated: 18 February 2024, 03:20 PM IST

Sports

Latest News

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଆର୍ତ୍ତୁଂ ପଞ୍ଚାୟତରେ ଚାଲିଥିଲା ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। ଏହି ସଭାରେ ସ୍ଥାନୀୟ ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ବ୍ଲକ ଅଧ୍ୟକ୍ଷ ଏବଂ ପୂର୍ବତନ ସରପଞ୍ଚଙ୍କ ସ୍ବାମୀଙ୍କ ସମେତ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ। ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା ସହ ଏକ ପୁସ୍ତକ ମଧ୍ୟ ବଣ୍ଟନ କରିଥିଲେ। ହେଲେ ସଭା ସରୁ ସରୁ 4ନଂ ଓ୍ବାର୍ଡର ଓ୍ବାର୍ଡସଭ୍ୟ ଗୌରାଙ୍ଗ ବେହେରା ପହଞ୍ଚିଯାଇଥିଲେ । ଦେଖନ୍ତୁ ପୂରା ରିପୋର୍ଟ । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos