କି ବାର୍ତ୍ତା ପହଞ୍ଚାଇଲେ ରଘୁବର ? | Senior Congress Leader Panchanan Kanungo | CM Naveen Patnaik | OR
ରାଜ୍ୟପାଳ ଭାଙ୍ଗିଛନ୍ତି ପ୍ରୋଟୋକଲ୍ । ଏଭଳି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍ଗୋ । ଗତକାଲି ରାଜ୍ୟପାଳ ରଘୁବର ଦାସ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଔପଚାରିକ ସାକ୍ଷାତ କରିବା ପରେ ଜୋର ଧରିଛି ରାଜନୀତି। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ଭେଟିବାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
