Advertisment

ରାଜ୍ୟପାଳ ଭାଙ୍ଗିଛନ୍ତି ପ୍ରୋଟୋକଲ: କଂଗ୍ରେସ

ରାଜ୍ୟପାଳ ଭାଙ୍ଗିଛନ୍ତି ପ୍ରୋଟୋକଲ୍‌ । ଏଭଳି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ।

ଅଦ୍ୟତନ ହୋଇଛି
Advertisment

ରାଜ୍ୟପାଳ ଭାଙ୍ଗିଛନ୍ତି ପ୍ରୋଟୋକଲ୍ । ଏଭଳି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ । ଗତକାଲି ରାଜ୍ୟପାଳ ରଘୁବର ଦାସ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଔପଚାରିକ ସାକ୍ଷାତ କରିବା ପରେ ଜୋର ଧରିଛି ରାଜନୀତି। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ଭେଟିବାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି। 

Advertisment
Panchanan Kanungo Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe