ରାଜ୍ୟରେ ୩୦୦ କୋଟିର ପିଡିଏସ୍ ଚାଉଳ ଦୁର୍ନୀତି, ସିବିଆଇ ତଦନ୍ତ ଦାବି କଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ)ରେ ୩୦୦କୋଟି ଟଙ୍କାର ଚାଉଳ ଦୁର୍ନୀତି କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିବା ସହ ଏହାର ସିବିଆଇ ତଦନ୍ତ ଦାବି କରିଛି। ସେହିପରି ପଂଚାୟତ ଓ ପୌର ନିର୍ବାଚନକୁ ଆଖିରେ ମାଲକାନଗିରି ଜିଲ୍ଲାବାସୀଙ୍କୁ ୨ବର୍ଷ ବିଳମ୍ବରେ ଭିଟାମିନଯୁକ୍ତ ଚାଉଳ ବାଣ୍ଟିବାକୁ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେବଳ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କରାଉଛନ୍ତି ଓ ପୃଷ୍ଟିହୀନତାର ଶିକାର ମାଲକାନଗିରିବାସୀଙ୍କ ପ୍ରତି ଉପହାସ ବୋଲି କଂଗ୍ରେସ କହିଛି। […]

Satya Prakash Nayak

Satya Prakash Nayak

Ordigital Desk
  • Published: Saturday, 31 July 2021
  • Updated: 31 July 2021, 10:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ)ରେ ୩୦୦କୋଟି ଟଙ୍କାର ଚାଉଳ ଦୁର୍ନୀତି କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିବା ସହ ଏହାର ସିବିଆଇ ତଦନ୍ତ ଦାବି କରିଛି। ସେହିପରି ପଂଚାୟତ ଓ ପୌର ନିର୍ବାଚନକୁ ଆଖିରେ ମାଲକାନଗିରି ଜିଲ୍ଲାବାସୀଙ୍କୁ ୨ବର୍ଷ ବିଳମ୍ବରେ ଭିଟାମିନଯୁକ୍ତ ଚାଉଳ ବାଣ୍ଟିବାକୁ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେବଳ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କରାଉଛନ୍ତି ଓ ପୃଷ୍ଟିହୀନତାର ଶିକାର ମାଲକାନଗିରିବାସୀଙ୍କ ପ୍ରତି ଉପହାସ ବୋଲି କଂଗ୍ରେସ କହିଛି।

କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ସତ୍ୟପ୍ରକାଶ ନାୟକ କହିଛନ୍ତି ଯେ, ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷାରେ ପ୍ରାୟ ୯୩ ଲକ୍ଷ ରାସନକାର୍ଡ ଧାରୀ ଥିବାବେଳେ ରାଜ୍ୟ ଖାଦ୍ୟ ସୁରକ୍ଷାରେ ପ୍ରାୟ ୨ଲକ୍ଷ ହିତାଧିକାରୀ ରହିଛନ୍ତି । କିନ୍ତୁ କୌଣସି ମାସରେ ରାଜ୍ୟ ସରକାର ଯେତିକି ଚାଉଳ ଉଠାଇଛନ୍ତି ତାକୁ ସମ୍ପୂର୍ଣ୍ଣ ହିତାଧିକାରୀଙ୍କ ପାଖରେ ବାଣ୍ଟିବାରେ ସକ୍ଷମ ହୋଇନାହାନ୍ତି। ଲକ୍ଷାଧିକ ‘ବୋଗସ୍‌’ ବା ଭୂତ ହିତାଧିକାରୀଙ୍କ କାର୍ଡ ଜରିଆରେ ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିନରେ ଚାଲିଥିବା ଖାଦ୍ୟଶସ୍ୟ ସାମଗ୍ରୀ ବଂଟନରେ ଏହି ଦୁର୍ନୀତିି ଚଳାଇଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି।

ସେ କହିଛନ୍ତି ଯେ, କରୋନା ମହାମାରୀବେଳେ ବିଗତ ୧ ବର୍ଷ ମଧ୍ୟରେ ରାଜ୍ୟ ସରକାର ଶହଶହ କୋଟି ଟଙ୍କାର ରାସନ ସାମଗ୍ରୀ ଭୂତ ହିତାଧିକାରୀଙ୍କ ନାଁରେ ଉଠାଇଛନ୍ତି ଏବଂ ଲୁଟ କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ରାଜ୍ୟରୁ ୯୩ ଲକ୍ଷ ୬ ହଜାର ୨୦୨ ଜଣ ହିତାଧିକାରୀ ଥିବାବେଳେ କୌଣସି ଗୋଟିଏ ମାସରେ ବି ୯୩ ଲକ୍ଷ ହିତାଧିକାରୀଙ୍କୁ ରାସନ ଚାଉଳ ବଂଟନ କରାଯାଇ ନାହିଁ । ଅଥଚ ପ୍ରତ୍ୟେକ ମାସ ହଜାର ହଜାର ମେଟ୍ରିକ ଟନ ଚାଉଳ ବଂଟା ନହୋଇ ରହିଯାଇଥିବା ବେଳେ ପରବର୍ତୀ ମାସମାନଙ୍କରେ କାହିଁକି ବଳକା ଚାଉଳ ପରିମାଣ କଟା ନଯାଇ କେନ୍ଦ୍ରରୁ ସଂପୂର୍ଣ୍ଣ କୋଟା ଚାଉଳ ଉଠାଯାଉଛି ବୋଲି ଶ୍ରୀ ନାୟକ ପ୍ରଶ୍ନ କରିଛନ୍ତି। ପ୍ରତ୍ୟେକ ମାସରେ ରହିଯାଉଥିବା ହଜାର ହଜାର ମେଟ୍ରିକ ଟନ ଚାଉଳ କୁଆଡ଼େ ଯାଉଛି ବୋଲି କଂଗ୍ରେସ ପ୍ରଶ୍ନ କରିଛି। ଏହା ବିଜେଡ଼ି ସରକାରର ଏକ ମାସିକ ଘୋଟାଲା କାର୍ଯ୍ୟକ୍ରମ ବୋଲି କଂଗ୍ରେସ କହିଛି।

ସେହିପରି ଗତ ୨ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ବଂଟନ ଦ୍ୱାରା ପୃଷ୍ଟିହୀନତା ଦୂର କରାଯିବ ବୋଲି ଏକ ପାଇଲଟ୍ ପ୍ରକଳ୍ପକୁ ଶୁଭାରମ୍ଭ କଲେ । ଏହି ଯୋଜନା କେନ୍ଦ୍ର ସରକାରଙ୍କର। ସମଗ୍ର ଦେଶରେ ୧୫ ଟି ରାଜ୍ୟରୁ ୧୫ ଟି ଦୁର୍ବଳ ଜିଲ୍ଲାରେ ଏହି ପ୍ରକଳ୍ପକୁ ୨୦୧୯-୨୦ରୁ ଆରମ୍ଭ କରାଯାଇଛି ଅଥଚ ଦୁଇବର୍ଷ ବିଳମ୍ବରେ କାହିଁକି ନବୀନ ବାବୁ ଏ ପ୍ରକଳ୍ପକୁ ଆରମ୍ଭ କଲେ ତାର ଜବାବ ରଖନ୍ତୁ ।ଆଗକୁ ପଂଚାୟତ ଏବଂ ପୌରନିର୍ବାଚନକୁ ଆଖିରେ ରଖି ନବୀନ ବାବୁ ଭିଟାମିନଯୁକ୍ତ ଚାଉଳ ଯୋଜନାକୁ ଦୁଇବର୍ଷ ଚାପି ଦେଇଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି ।

ସେହିପରି ଦେଶରେ ପ୍ରତ୍ୟେକ ରାଜ୍ୟ ବର୍ଷୱାରୀ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ଅଯୋଗ୍ୟ ହିତାଧିକାରୀଙ୍କ ଚିଠା ଅପଡେଟ କରୁଥିବାବୋଳ ଓଡ଼ିଶା ସରକାର କେନ୍ଦ୍ର ସରକାରଙ୍କ ତାଗିତ ସତ୍ୱେ ତିନିବର୍ଷ ହେଲା କାହିଁକି ତାଲିକା ଅପଡେଟ କରୁନାହାନ୍ତି ବୋଲି ପ୍ରଶ୍ନ କରିଛି କଂଗ୍ରେସ । ମହାମାରୀ ସମୟରେ ରାଜ୍ୟ ସରକାର ରାସନ କାର୍ଡ ହିତାଧିକାରୀମାନଙ୍କୁ ଏକକାଳୀନ ୧ ହଜାର ଟଙ୍କା କୋଭିଡ୍ ସହାୟତା ଦେବାପାଇଁ ୯୫୫ କୋଟି ଟଙ୍କା ମଞ୍ଜୁର କଲେ । ଅଥଚ ଦୁଇଲକ୍ଷରୁ ଅଧିକ ହିତାଧିକାରୀ ମିଳିଳେ ନାହିଁ ଯେଉଁଥିପାଇଁ ୨୦ କୋଟି ୭ଲକ୍ଷ ଟଙ୍କା ସରକାର ଫେରସ୍ତ ଆଣିଲେ । ଏହା ସ୍ପଷ୍ଟ କରୁଛି କି ପ୍ରାୟ ୨ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ଚାଲିଛି ଶହ ଶହ କୋଟି ଟଙ୍କାର ରେସନ ଚାଉଳ ଘୋଟଲାର ମାସିକ ରିସାଇକ୍ଲି ବୋଲି ଶ୍ରୀ ନାୟକ କହିଛନ୍ତି । ଏକ କେନ୍ଦ୍ରୀୟ ଆଇନକୁ ଭାଙ୍ଗି ରାଜ୍ୟ ସରକାର ମାସିକିଆ ଦୁର୍ନୀତି ଚଳାଇଛନ୍ତି ଅଥଚ କେନ୍ଦ୍ରରେ ଥିବା ବିଜେପି ସରକାର କାହିଁକି ନୀରବ କାହିଁକି ବୋଲି ପ୍ରଶ୍ନ କରିବା ସହିତ ଏହି ରାସନ ଘୋଟାଲାର ସିବିଆଇ ତଦନ୍ତ କରାଯାଉ ବୋଲି କଂଗ୍ରେସ ଦାବି କରିଛି। ଏହି ସାମ୍ବାଦିକ ସମ୍ମିଳନୀରେ ପିସିସି ମୁଖପାତ୍ର ସସ୍ମିତା ବେହେରା ଓ ମିଡିଆ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story