Advertisment

'କଂଗ୍ରେସରେ ଲୋକଙ୍କ ଆସ୍ଥାଭାଜନ ହେଲା ଭଳି ନେତା ନାହାନ୍ତି'

ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ରାଜ୍ୟରେ ନିଜର ଅଂଟା ସଳଖିବା ପାଇଁ ଉଦ୍ୟମ କରୁଥିବାବେଳେ ଆଜି ଦଳର ବରିଷ୍ଠ ନେତା ତଥା ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସର ରାଜ୍ୟ ନେତୃତ୍ୱଙ୍କୁ ସତର୍କ କରାଇଛନ୍ତି। ଜାନକୀ ବଲ୍ଲଭ ପଟ୍ଟନାୟକ, ବସନ୍ତ ବିଶ୍ୱାଳ ଓ ହେମାନନ୍ଦ ବିଶ୍ୱାଳଙ୍କ ଭଳି ନେତାଙ୍କ ପରେ ରାଜ୍ୟ କଂଗ୍ରେସ ଆଜିପର୍ଯ୍ୟନ୍ତ ସେମାନଙ୍କ ଭଳି ଲୋକପ୍ରିୟ ନେତାଙ୍କୁ ଆଗକୁ ଆଣିବାରେ ସକ୍ଷମ ହୋଇନଥିବା ତଥା ବର୍ତ୍ତମାନର ନେତୃତ୍ୱ ଏହି ସମସ୍ୟା ପ୍ରତି ସଚେତନ ରହିବେ ବୋଲି ମୋକିମ୍ ଆଶା ବ୍ୟକ୍ତ କରିଛନ୍ତି।

ଅଦ୍ୟତନ ହୋଇଛି
Advertisment

ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ରାଜ୍ୟରେ ନିଜର ଅଂଟା ସଳଖିବା ପାଇଁ ଉଦ୍ୟମ କରୁଥିବାବେଳେ ଦଳର ବରିଷ୍ଠ ନେତା ତଥା ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସର ରାଜ୍ୟ ନେତୃତ୍ୱଙ୍କୁ ସତର୍କ କରାଇଛନ୍ତି। ଜାନକୀ ବଲ୍ଲଭ ପଟ୍ଟନାୟକ, ବସନ୍ତ ବିଶ୍ୱାଳ ଓ ହେମାନନ୍ଦ ବିଶ୍ୱାଳଙ୍କ ଭଳି ନେତାଙ୍କ ପରେ ରାଜ୍ୟ କଂଗ୍ରେସ ଆଜିପର୍ଯ୍ୟନ୍ତ ସେମାନଙ୍କ ଭଳି ଲୋକପ୍ରିୟ ନେତାଙ୍କୁ ଆଗକୁ ଆଣିବାରେ ସକ୍ଷମ ହୋଇନଥିବା ତଥା ବର୍ତ୍ତମାନର ନେତୃତ୍ୱ ଏହି ସମସ୍ୟା ପ୍ରତି ସଚେତନ ରହିବେ ବୋଲି ମୋକିମ୍ ଆଶା ବ୍ୟକ୍ତ କରିଛନ୍ତି।

Advertisment
Odisha Congress Congress Politics Mohammed Moquim
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe