Advertisment

ଶ୍ରୀ ମନ୍ଦିର ସମ୍ମୁଖରେ କଂଗ୍ରେସର ସତ୍ୟାଗ୍ରହ

ବିଭିନ୍ନ ଦାବି ନେଇ ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ ।

Advertisment

ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ । ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ଭକ୍ତ ମାନଙ୍କ ପ୍ରବେଶ। ରତ୍ନଭଣ୍ଡାର ଖୋଲିବା। ଗଣିବା ଓ ମରାମତି କରିବା। ଜଗନ୍ନାଥ ମହାପ୍ରଭୁଙ୍କ ଭୂ-ସଂପତ୍ତି ସମସ୍ୟାର ସ୍ଥାୟୀ ସମାଧାନ କରିବା । ବେଦାନ୍ତ ଅଧିଗୃହୀତ ଜମି ପ୍ରଜା ମାନଙ୍କ ନାମରେ ରେକର୍ଡ କରିବା । ଏହି ସବୁ ଦାବି ନେଇ କଂଗ୍ରେସ ତରଫରୁ ସଂକୀର୍ତ୍ତନ ସତ୍ୟାଗ୍ରହ କରାଯାଉଛି।

Advertisment
Odisha Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe