ଦେଶର ସର୍ବପୁରାତନ ରାଜନୀତିକ ଦଳ କଂଗ୍ରେସକୁ ଏବେ ପାଣ୍ଠି ଚିନ୍ତା ଘାରିଛି। ଏଥିପାଇଁ ଦଳ ପକ୍ଷରୁ ବଧିବଦ୍ଧ ଭାବେ ପାଣ୍ଠି ସଂଗ୍ରହ ଆରମ୍ଭ କରାଯାଇଛି। ଦେଶ ପାଇଁ ଦାନ ଅଭିଯାନ ନାଁରେ କଂଗ୍ରେସ ଲୋକଙ୍କ ଠାରୁ ଟଙ୍କା ସଂଗ୍ରହ କରିବ। ସୋମବାର ଦିନ ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଶୁଭ ଆରମ୍ଭ କରିଛନ୍ତି। ଏଥିପାଇଁ ଦୁଇଟି ଅନଲାଇନ୍ ପୋର୍ଟାଲ ଦଳ ପକ୍ଷରୁ ଜାରି କରାଯାଇଛି । କଂଗ୍ରେସ କର୍ମୀମାନେ ପ୍ରତ୍ୟେକ ବୁଥରୁ ଅତିକମରେ ୧୦ଟି ଘର ଚିହ୍ନଟ କରି ପ୍ରତ୍ୟେକଙ୍କଠୁ ସର୍ବନିମ୍ନ ୧୩୮ଟଙ୍କା ଦାନ ସଂଗ୍ରହ କରିବାକୁ ଅନୁରୋଧ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Politics
‘ବିଜେପି ସରକାର ଆସିବା ଦିନଠାରୁ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ବିଗିଡ଼ିଛି’
ପୁଲିସକୁ ବ୍ୟବହାର କରି ବିଜେଡି କର୍ମୀ ଓ ନେତାଙ୍କ ଉପରେ ମାମଲା କରୁଛି ବିଜେପି।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।