Advertisment

ଓଡ଼ିଶାକୁ ପାଣ୍ଡିଆନ ଚଳାଉଛନ୍ତି; ରାହୁଲ ଗାନ୍ଧି

'ଓଡ଼ିଶାରେ କଂଗ୍ରେସ କ୍ଷମତାକୁ ଆସିଲେ ଲୋକଙ୍କ ଖାତାକୁ ଟଙ୍କା ଦିଆଯିବ'

Advertisment

ସାଲେପୁର ସଭାରେ ରାହୁଲ ଗାନ୍ଧିଙ୍କ ଅଭିଭାଷଣ। ଆରମ୍ଭରୁ ବର୍ଷିଲେ ରାହୁଲ ଗାନ୍ଧି। ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଅଙ୍କଲ୍‌ ଓ ନବୀନ ବାବୁ ମିଶି ଓଡ଼ିଶା ଲୋକଙ୍କୁ ପାନ ଧରାଇଦେଲେ, ପାନ ଅର୍ଥ ଓଡ଼ିଶାକୁ ପାଣ୍ଡିଆନ ହିଁ ଚଳାଉଛନ୍ତି କହିଲେ ରାହୁଲ। ଖଣିରୁ ପ୍ରଚୁର ଲୁଟିଛନ୍ତି, କଂଗ୍ରେସ ଆସିଲେ ଏ ଟଙ୍କା ଫେରସ୍ତ ହେବ। ଓଡ଼ିଶାରେ କଂଗ୍ରେସ କ୍ଷମତାକୁ ଆସିଲେ ଲୋକଙ୍କ ଖାତାକୁ ଟଙ୍କା ଦିଆଯିବ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Rahul Gandhi Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe