କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ଆଜି ସେ ରାୟଗଡ଼ା ଆସିବେ ନାହିଁ। ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି। ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା ବେଳେ ରାହୁଲ ରାୟବରେଲି ଯିବେ। ସେଠାରେ ସେ ନାମାଙ୍କନ ଭରିବେ। ଏହି କାରଣରୁ ରାହୁଲ ରାୟଗଡ଼ା ଆସିବେ ନାହିଁ ବୋଲି ଜଣାପଡ଼ିଛି।
Also Read
ସୂଚନାଯୋଗ୍ୟ, ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ଆସିବାର କାର୍ଯ୍ୟକ୍ରମ ଥିଲା। ଏହାପରେ ସେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଥାନ୍ତେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ହେବେ କଂଗ୍ରେସର ଅଳକା ଲାମ୍ବା
କଂଗ୍ରେସ ଦିଲ୍ଲୀର ଆଉ ୨୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ କରିଛି। ଏହି ୨୭ ଜଣଙ୍କ ମଧ୍ୟରେ ଅଳକା ଲାମ୍ବାଙ୍କ ନାଁ ରହିଛି।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।