Advertisment

'ମୁଁ ସବୁଥିରୁ ଇସ୍ତଫା ଦେଉଛି'

ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ।

Advertisment

ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ‌ଆସିଥିଲେ। ସୁର ନିଜ ପୁଅର ଏହି ବିରାଟ ଶୋଭାଯାତ୍ରାରେ ସାମିଲ ହୋଇ ନଥିଲେ। ହେଲେ ସେ ନିଜ ପୁଅ ମନ୍ମଥଙ୍କୁ ଜିତାଇବାକୁ ନିଜର କର୍ମୀମାନଙ୍କୁ ଆହ୍ୱାନ କରିଥିଲେ। ତେବେ ଏହାକୁ ନେଇ ସୁର ରାଉତରାୟ କଣ କହିଛନ୍ତି ଶୁଣନ୍ତୁ। 

Advertisment
Congress Sura Routray Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe