MP ହେବେ ନା MLA ହେବେ ?.... | Odisha Reporter
ବିଜେଡିରେ ମିଶିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ମନ୍ମଥ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ଆସିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
