Advertisment

ବିଜେଡିରେ ମିଶିଲେ ସୁରଙ୍କ ପୁଅ ମନ୍ମଥ

ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ମନ୍ମଥ ବିଜେଡିରେ ଯୋଗ ଦେଇଛନ୍ତି।

Advertisment

ବିଜେଡିରେ ମିଶିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ମନ୍ମଥ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ‌ଆସିଥିଲେ। 

Advertisment
BjD Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe