Advertisment

ନର୍ଲାରୁ ନିର୍ବାଚନ ଲଢିବେ ଭକ୍ତ ଦାସ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ନର୍ଲାରୁ ପ୍ରାର୍ଥୀ ହୋଇଥିବା ବେଳେ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ ହୋଇଛନ୍ତି ବିଜୟ ପଟ୍ଟନାୟକ।

Advertisment

କଂଗ୍ରେସ ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍‌। ଏଥିରେ ନବରଙ୍ଗପୁର ଲୋକସଭା ଅସନରୁ ପ୍ରାର୍ଥୀ ହୋଇଛନ୍ତି ଜିଲ୍ଲାର ପୁରୁଖା ନେତା ଭୂଜବଳ ମାଝୀ। ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ନର୍ଲାରୁ ପ୍ରାର୍ଥୀ ହୋଇଥିବା ବେଳେ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ ହୋଇଛନ୍ତି ବିଜୟ ପଟ୍ଟନାୟକ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe