ବିଜେପିରେ ମିଶିଲେ କଂଗ୍ରେସ ଓବିସି ସେଲ୍ ଅଧ୍ୟକ୍ଷ

ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି ।

BJP

ଜ୍ଞାନରଞ୍ଜନ ବେହୁରାଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ ବିଜେପିରେ ଯୋଗ ଦେଇଛନ୍ତି ।

Ordigital Desk
  • Published: Saturday, 02 December 2023
  • Updated: 02 December 2023, 10:16 PM IST

Sports

Latest News

ପ୍ରଦେଶ କଂଗ୍ରେସର ଓବିସି ସେଲ୍ ଅଧ୍ୟକ୍ଷ ତଥା ରାଜ୍ୟ କଂଗ୍ରେସ ମୁଖପାତ୍ର ଜ୍ଞାନରଞ୍ଜନ ବେହୁରା ଆଜି ବିଜେପିରେ ଯୋଗ ଦେଇଛନ୍ତି । ସାଧାରଣ ନିର୍ବାଚନ ପୂର୍ବରୁ ପିସିସି ଓବିସି ସେଲ୍ ଅଧ୍ୟକ୍ଷଙ୍କ ବିଜେପିରେ ଯୋଗଦାନ କଂଗ୍ରେସ ପାଇଁ ଶକ୍ତଧକ୍କା ସଦୃଶ ହୋଇଛି ।

ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଶ୍ରୀ ବେହୁରାଙ୍କ ସମେତ ତାଙ୍କର ଶତାଧିକ ସମର୍ଥକ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ମନୋଜ କୁମାର ପତି ଓ ପାଟକୁରାର ବିଶିଷ୍ଟ ସମାଜସେବୀ ମନୀଷା ପଣ୍ଡା ନିଜ ନିଜର ଶତାଧିକ ସମର୍ଥକଙ୍କ ସହ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ଦଳରେ ସ୍ୱାଗତ କରି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ଯେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ବିଜେପି ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ । ରାଜ୍ୟରେ ଅନ୍ୟ ଦଳମାନଙ୍କ ଅପେକ୍ଷା ବିଜେପିି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ ବୋଲି ସେ କହିଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଥିବା ଏହି ନେତାମାନେ କହିଛନ୍ତି । ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି କିଶୋର ପଣ୍ଡା, କଟକ ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ ଓ ସଞ୍ଜୟ ରଥ ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story