Advertisment

ପୋଲ ଖୋଲିଲେ ଖଡ୍‌ଗେ, ଫାଇଦା ନେବ ତ କଂଗ୍ରେସ ?

ସେ ତାଙ୍କ ଅଭିଭାଷଣରେ ବିଜେଡି ଓ ବିଜେପି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଥିଲେ।

Advertisment

ଭୁବନେଶ୍ୱରରେ ସୋମବାର ଦିନ ଅନୁଷ୍ଠିତ ହୋଇଥିଲା କଂଗ୍ରେସର 'ଓଡ଼ିଶା ବଞ୍ଚାଅ ସମାବେଶ'। ଏଥିରେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଯୋଗ ଦେଇଥିଲେ। ସେ ତାଙ୍କ ଅଭିଭାଷଣରେ ବିଜେଡି ଓ ବିଜେପି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଥିଲେ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Congress Mallikarjun Kharge Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe