ସୋମବାର ୬ ଘଣ୍ଟିଆ ରେଳରୋକକୁ ଓଡ଼ିଶାରେ କଂଗ୍ରେସର ସମର୍ଥନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରି କୃଷକ ଗଣହତ୍ୟା ପ୍ରତିବାଦ ଓ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ସୋମବାର ୧୮ତାରିଖରେ ଦେଶବ୍ୟାପୀ ୬ଘଣ୍ଟିଆ ରେଳରୋକ ଡାକରାକୁ ଓଡ଼ିଶାରେ କଂଗ୍ରେସ ସମର୍ଥନ କରିଛି। ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରେଳରୋକ କରାଯିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ର ସ୍ୱରାଷ୍ଟ୍ର ବିଭାଗର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କୁ ମନ୍ତ୍ରୀ […]

Congress

Congress

Ordigital Desk
  • Published: Saturday, 16 October 2021
  • Updated: 16 October 2021, 10:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରି କୃଷକ ଗଣହତ୍ୟା ପ୍ରତିବାଦ ଓ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ସୋମବାର ୧୮ତାରିଖରେ ଦେଶବ୍ୟାପୀ ୬ଘଣ୍ଟିଆ ରେଳରୋକ ଡାକରାକୁ ଓଡ଼ିଶାରେ କଂଗ୍ରେସ ସମର୍ଥନ କରିଛି। ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରେଳରୋକ କରାଯିବାର କାର୍ଯ୍ୟକ୍ରମ ରହିଛି।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ର ସ୍ୱରାଷ୍ଟ୍ର ବିଭାଗର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିବା, ଅପରାଧୀ ମାନଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡଦେବା ଏବଂ କୃଷକ ବିରୋଧୀ ତିନିଟିି କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଆସନ୍ତା ୧୮ ତାରିଖରେ ରେଳରୋକ ଡାକରାକୁ ଭାରତୀୟ ଜାତୀୟ କଂଗ୍ରେସର ସମର୍ଥନ କରିବାପାଇଁ ନିଷ୍ପତ୍ତି ନେଇଛି । ଓଡ଼ିଶାରେ ପ୍ରଦେଶ କଂଗ୍ରେସ ମଧ୍ୟ ଏହି ରୋଳରୋକକୁ ସମର୍ଥନ କରିବ। ତେଣୁ ଜିଲ୍ଲାସ୍ତରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାରା ରାଜ୍ୟରେ ରେଳରୋକ କାର୍ଯ୍ୟକ୍ରମକୁ ପୂର୍ଣ୍ଣମାତ୍ରାରେ ସଫଳ କରିବାପାଇଁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଜିଲ୍ଲା ସଭାପତି ମାନଙ୍କୁ ଚିଠି ଲେଖିଛନ୍ତି ।

ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସାମୁଖ୍ୟ ଓ ପ୍ରକୋଷ୍ଠର କର୍ମକତା, ସାଂସଦ ଓ ବିଧାୟକ ପ୍ରାର୍ଥୀ, କୃଷକ, ଶ୍ରମିକ ଓ ଜନସାଧାରଣ ଆସନ୍ତା ସୋମବାର ଦିନ ୧୦ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ରେଳରୋକରେ ସାମିଲ ହୋଇ ରେଳରୋକ ଡାକରା କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି । ଦେଶରେ ଚାଲିଥିବା ଅନ୍ୟାୟ, ଅବିଚାର, ଅତ୍ୟାଚାର, କୃଷକ ଗଣହତ୍ୟା, କୃଷକ ଶ୍ରମିକ ମାରଣନୀତି, ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି, କ୍ରମବର୍ଦ୍ଧିଷ୍ଣୁ ବେକାରୀ ସମସ୍ୟା, ଆଦିବାସୀ, ଦଳିତ, ସଂଖ୍ୟାଲଘୁ ଏବଂ ମହିଳାମାନଙ୍କ ବିରୋଧରେ ହିଂସା ଆକ୍ରମଣ ଇତ୍ୟାଦି ସବୁ ପାଇଁ କେନ୍ଦ୍ରର ମୋଦି ସରକାର ଦାୟୀ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story