Advertisment

ଆଜି ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ପ୍ରଥମେ ସୁନ୍ଦରଗଡ଼ ବୀରମିତ୍ରପୁରରେ ପହଞ୍ଚିବେ ରାହୁଲ। ୬ ଓ ୭ ତାରିଖ ଦୁଇ ଦିନ ସୁନ୍ଦରଗଡ଼ ଜିଲ୍ଲାରେ ରହିବା କାର୍ଯ୍ୟକ୍ରମ ରହିଛି।

author-image
Manoj Swain

ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଓଡ଼ିଶାରେ ପହଞ୍ଚିବ। ରାହୁଲଙ୍କ ନ୍ୟାୟ ଯାତ୍ରା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ରାହୁଲଙ୍କ ଯାତ୍ରାକୁ ସଫଳ କରିବା ପାଇଁ କଂଗ୍ରେସର ବରିଷ୍ଠ ନେତାମାନେ ରାଉରକେଲାରେ ଡେରା ପକାଇଛନ୍ତି । ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ସମ୍ପର୍କରେ କଣ କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ଶୁଣନ୍ତୁ। 

Advertisment
Rahul Gandhi Congress Odisha