Advertisment

୩ କଂଗ୍ରେସ ନେତାଙ୍କ ଉପରୁ ହଟିଲା ନିଲମ୍ବନ

କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବୀ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇଛି ରାଜ୍ୟ କଂଗ୍ରେସ।

Advertisment

ସାଧାରଣ ନିର୍ବାଚନ ପୂର୍ବରୁ ନିଜର ଘର ସଜାଡ଼ିଲା କଂଗ୍ରେସ। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବୀ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଆଦେଶ ହଟାଇଛି ରାଜ୍ୟ କଂଗ୍ରେସ। ନିଲମ୍ବନ ହଟିବା ନେଇ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।

Advertisment
Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe