ଶୋଇଥିବା ସରକାରଙ୍କୁ ଉଠାଇବା ପାଇଁ କଂଗ୍ରେସ କଲା ସଂକୀର୍ତ୍ତନ। ଝାଞ୍ଜ ତାଳ ବାଜିଲା ସରକାରଙ୍କ ବିରୋଧରେ ନାରାବାଜି ବି ହେଲା । ଦାବି ହେଲା ଭକ୍ତଙ୍କ ପାଇଁ ଖୋଲିଦିଅ ସରକାର 4 ଦ୍ବାର । ପ୍ରତିଦିନ ଭକ୍ତ ହେଉଛନ୍ତି ହନ୍ତସନ୍ତ ଏଥିପାଇଁ ନିଅ ନିଷ୍ପତ୍ତି ତୁରନ୍ତ। କଂଗ୍ରେସର 4 ଦ୍ବାର ଖୋଲା ଦାବିକୁ ବିଜେପିର ଦାବି ଖୋଲ ରତ୍ନ ଭଣ୍ଡାର । ବିଜେଡି କହିଲା ନିର୍ବାଚନ ଆସୁଛି ତ ସେଥିପାଇଁ ଅପ୍ରସଙ୍ଗ ହେଉଛି ପ୍ରସଙ୍ଗ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସର ‘ପ୍ରିୟ ଦିଦି ଯୋଜନା’: ପ୍ରତି ମହିଳାଙ୍କୁ ଦେବ ୨,୫୦୦ ଟଙ୍କା
କର୍ଣ୍ଣାଟକାର ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଏହି ଯୋଜନା ସମ୍ପର୍କରେ ଘୋଷଣା କରିବା ସହ କଂଗ୍ରେସ ଦିଲ୍ଲୀରେ ନିଶ୍ଚିତ ଭାବେ କ୍ଷମତା ଦଖଲ କରିବ ବୋଲି କହିଛନ୍ତି।
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।
Politics
ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ସାଂସଦ ରମେଶ ବିଧୁଡ଼ି। ପ୍ରିୟଙ୍କା ଗାନ୍ଧିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପରେ ମାଗିଲେ କ୍ଷମା।