ରତ୍ନଭଣ୍ଡାର ସୁରକ୍ଷା ଏବଂ ଜଗନ୍ନାଥ ମନ୍ଦିରରେ ଅବ୍ୟବସ୍ଥା ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ । ଏନେଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତ୍ରୀ ଜୟଶ୍ରୀ ପାତ୍ର କହିଛନ୍ତି, ''ଭୋଟ୍ ରାଜନୀତିରେ ବିଜେଡି ସରକାର ଜଗନ୍ନାଥଙ୍କୁ ମଧ୍ୟ ବାଦ୍ ଦେଇନାହାନ୍ତି । ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ବିଜେଡି ସରକାର ବାଧକ ସାଜିଛନ୍ତି । ରତ୍ନଭଣ୍ଡାର ସୁରକ୍ଷା ଏବଂ ଜଗନ୍ନାଥ ମନ୍ଦିରରେ ଅବ୍ୟବସ୍ଥା ନସୁଧୁରିଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ । ଦଳ ପକ୍ଷରୁ ଆସନ୍ତା 9 ତାରିଖରେ ପ୍ରତି ବ୍ଲକ ଏବଂ ଏନଏସିରେ ଥିବା ଜଗନ୍ନାଥ ମନ୍ଦିରରେ ସଂକୀର୍ତ୍ତନ ସତ୍ୟାଗ୍ରହ କରାଯିବ।''
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।
Politics
ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି
ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ସାଂସଦ ରମେଶ ବିଧୁଡ଼ି। ପ୍ରିୟଙ୍କା ଗାନ୍ଧିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପରେ ମାଗିଲେ କ୍ଷମା।
Politics
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
Politics
ମୁଖ୍ୟମନ୍ତ୍ରୀଙ୍କ ପାଖରେ ପଡ଼ିଲା ଡ୍ରୋନ୍, ଦେଖନ୍ତୁ ଭିଡିଓ
ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍ ଉଡ଼ାଇବାକୁ କିଏ ଅନୁମତି ଦେଲା ଏବଂ କିପରି ଏହା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।