Advertisment

‘ପାଣ୍ଡିଆନଙ୍କ ଘର ଘେରିବ ଛାତ୍ର କଂଗ୍ରେସ’

ଭୁବନେଶ୍ୱରରେ ରେଂଜରୋଭର ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟଣା ।

Advertisment

ଭୁବନେଶ୍ୱରରେ ରେଂଜରୋଭର ଧକ୍କାରେ ଯୁବତୀଙ୍କ ମୃତ୍ୟୁ ଘଟଣା । ଅଭିଯୁକ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ଦିନ କମିଶନର ଅଫିସ ଘେରିଥିଲା ଛାତ୍ର କଂଗ୍ରେସ । 'ପୁଲିସ ଏଯାଏ କାହିଁକି ସିସିଟିଭି ଫୁଟେଜ ସାର୍ବଜନୀନ କରୁନି । ପୁଲିସ ଚକ୍ରାନ୍ତ କରି ଗାଡ଼ି ନମ୍ବର ବଦଳାଇ ଦେଇଥିଲା। ବିଜେଡି ବିଧାୟିକାଙ୍କ ଭାଇ ବୋଲି ପୁଲିସ ତାଙ୍କୁ ଖସାଇ ଦେଇଛି। ପାଣ୍ଡିଆନଙ୍କ ଘର ଘେରିବ ଛାତ୍ର କଂଗ୍ରେସ।’ କିଛି ଏଭଳି କହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଛାତ୍ର କଂଗ୍ରେସ । 

Advertisment
Vk Pandian Congress Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe