ଶପଥ ନେଇଥିଲେ ଏକାଠି ଲଢିବୁ, କେନ୍ଦ୍ରରେ ସରକାର କରିବୁ। ହେଲେ ମାସ କେଇଟା ପରେ ବଦଳିଗଲା କି ଆଭିମୁଖ୍ୟ। ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍ ଛତିଶଗଡ଼ ଗସ୍ତ କରି ରାଜ୍ୟବାସୀଙ୍କୁ ଲୋଭନୀୟ ଅଫର ଦେବା ସହିତ ବର୍ତ୍ତମାନର ସରକାରଙ୍କୁ ଟାର୍ଗେଟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।