Advertisment

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବେନି କଂଗ୍ରେସ ନେତା

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମିଳିଥିବା ଆମନ୍ତ୍ରଣକୁ କଂଗ୍ରେସ ସିଧାସଳଖ ପ୍ରତ୍ୟାଖ୍ୟାନ କରିଛି।

author-image
Manoj Swain
ଅଦ୍ୟତନ ହୋଇଛି

ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବେନି କଂଗ୍ରେସ ନେତା । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମିଳିଥିବା ଆମନ୍ତ୍ରଣକୁ କଂଗ୍ରେସ ସିଧାସଳଖ ପ୍ରତ୍ୟାଖ୍ୟାନ କରିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ପୂର୍ବତନ ସଭାପତି ସୋନିଆ ଗାନ୍ଧି ଓ ଲୋକସଭାରେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ ସେମାନେ ଯିବେନି ବୋଲି ଦଳ ପକ୍ଷରୁ କୁହାଯାଇଛି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Congress Ayodhya Ram Mandir