ଅଦ୍ୟତନ ହୋଇଛି
କାହିଁକି ଅଯୋଧ୍ୟା ଯିବେନି କଂଗ୍ରେସ ନେତା ? | Odisha Reporter
Advertisment
ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବେନି କଂଗ୍ରେସ ନେତା । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମିଳିଥିବା ଆମନ୍ତ୍ରଣକୁ କଂଗ୍ରେସ ସିଧାସଳଖ ପ୍ରତ୍ୟାଖ୍ୟାନ କରିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ପୂର୍ବତନ ସଭାପତି ସୋନିଆ ଗାନ୍ଧି ଓ ଲୋକସଭାରେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ ସେମାନେ ଯିବେନି ବୋଲି ଦଳ ପକ୍ଷରୁ କୁହାଯାଇଛି । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us