ବିଜେଡି V/S ବିଜେଡି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବିଜେଡି ହେଲା ଦୁଇ ଫାଳ। ବିଚ୍ ରାସ୍ତାକୁ ଓହ୍ଲାଇଲେ ଦୁଇ ଗୋଷ୍ଠୀ । ରାସ୍ତା ଉପରେ ମୁହାଁମୁହିଁ ହେଲେ ବିଜେଡି କର୍ମୀ । ପରସ୍ପରକୁ ଦୋଷାରୋପ କରିବାକୁ ପଛାଇଲେ ନାହିଁ। ବ୍ଲକ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଦିଗପହଣ୍ଡିରେ ଉତ୍ତେଜନା । ବିପିନ ପ୍ରଧାନ ବନାମ ବିପ୍ଲବ ପାତ୍ର। ଦିଗପହଣ୍ଡି ବିଜେଡି ଦୁଇ ଫାଳ। ବ୍ଲକ ଅଧ୍ୟକ୍ଷ ନିର୍ବାଚନ ବାତିଲକୁ ନେଇ ଗଂଜାମ ଜିଲ୍ଲା ଦିଗପହଣ୍ଡିରେ ଉତ୍ତେଜନା। ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ଲାଗି ରହିଛି ଛକାପଞ୍ଝା। ହଠାତ କାହିଁକି ନିର୍ବାଚନ ବାତିଲ କରାଗଲା ପ୍ରଶ୍ନ କରି ବ୍ଲକ ଅଫିସ ସମ୍ମୁଖରେ ଏକାଠି ହୋଇ ପ୍ରତିବାଦ କରୁଛନ୍ତି ଅସନ୍ତୁଷ୍ଟ ଗୋଷ୍ଠୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ପାଇଁ ଜେପିସି କମିଟିରେ ୩୯ ସଦସ୍ୟ, ଓଡ଼ିଶାରୁ ୪ ସାଂସଦ
ଶାସକ ଏନଡିଏରୁ ୨୭ ଓ ବିଭିନ୍ନ ବିରୋଧୀ ଦଳରୁ ୧୨ ସାସଂଦଙ୍କୁ ଜେପିସିରେ ମିଳିଲା ସ୍ଥାନ। ଓଡ଼ିଶାରୁ ବୈଜୟନ୍ତ, ଭର୍ତ୍ତୃହରି, ସମ୍ବିତଙ୍କ ସମେତ ମାନସ ମଙ୍ଗରାଜ କମିଟିରେ ସାମିଲ।
Politics
ଦଳିତ ଶିକ୍ଷାର୍ଥୀଙ୍କ ପାଇଁ କେଜ୍ରିୱାଲଙ୍କ ‘ଆମ୍ବେଦକର ବୃତ୍ତି”
ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା ବୟାନକୁ ନେଇ ବିବାଦ ଲାଗି ରହିଛି।
Politics
ସଂସଦରେ ଧକ୍କା କାଣ୍ଡ: ରାହୁଲ ଗାନ୍ଧିଙ୍କ କେସ୍ର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ବିଜେପିର ଅଭିଯୋଗକ୍ରମେ ଦିଲ୍ଲୀ ପୁଲିସ୍ ରାହୁଲ ଗାନ୍ଧିଙ୍କ ନାଁରେ ଉଦ୍ଦେଶ୍ୟମୂଳକ ଭାବେ ଗଭୀର ଆଘାତ ଦେବା, ଅନ୍ୟର ଜୀବନ ପ୍ରତି ତଥା ବ୍ୟକ୍ତିଗତ ସୁରକ୍ଷାରେ ବିପଦ ସୃଷ୍ଟି କରିବା, ଅପରାଧିକ କାର୍ଯ୍ୟକଳାପ ଦ୍ଵାରା ଅନ୍ୟକୁ ଭୟଭୀତ କରାଇବା ଭଳି ଗମ୍ଭୀର ଦଫା ଲଗାଇ ମାମଲା କରିଥିଲା।
Politics
ପ୍ରତାପ ଷଡ଼ଙ୍ଗୀଙ୍କୁ ଅଭିନୟ ପାଇଁ ଅସ୍କାର ମିଳିବା ଦରକାର କହିଲେ ଜୟା ବଚ୍ଚନ
ପ୍ରତାପ ଷଡ଼ଙ୍ଗୀଙ୍କ ସହ ମୁକେଶ ରାଜପୁତ ମଧ୍ୟ ଗତକାଲି ସଂସଦରେ ହୋଇଥିବା ଦଙ୍ଗାରେ ଆହତ ହୋଇଥିବା ଅଭିଯୋଗ ହୋଇଛି।