Advertisment

'ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ମିଛ କହିବାକୁ ବାଧ୍ୟ କରିଥିଲା ପୁଲିସ'

ପୁଲିସ୍‌ ବିରୋଧରେ ଆସିଛି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପ୍ରଶାନ୍ତ ଜଗଦ୍ଦେବ ଓ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ନେଇ ଯାଉଥିବା ଗାଡ଼ିର ଡ୍ରାଇଭର୍‌ ବନମାଳି ବେହେରା।

author-image
Manoj Swain

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା ନୂଆ ମୋଡ ନେଇଛି। ପୁଲିସ୍‌ ବିରୋଧରେ ଆସିଛି ସାଙ୍ଘାତିକ ଅଭିଯୋଗ। ଆଉ ଅଭିଯୋଗ ଆଣିଛନ୍ତି ପ୍ରଶାନ୍ତ ଜଗଦ୍ଦେବ ଓ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ନେଇ ଯାଉଥିବା ଗାଡ଼ିର ଡ୍ରାଇଭର୍‌ ବନମାଳି ବେହେରା। ପ୍ରଶାନ୍ତ ଜଗଦ୍ଦେବ EVM ଭାଙ୍ଗିଥିବା ନେଇ ତାଙ୍କୁ କହିବାକୁ ବାଧ୍ୟ କରାଯିବା ସହ ମାଡ଼ ମରାଯାଇଥିବା ସେ କହିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bjp Prashant Jagdev