ବବି ଦାସଙ୍କ ଘରେ ଚାଲିଥିଲା ଖଟିଆ ସେବା | Odisha Reporter
ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ କ୍ୱାର୍ଟର୍ସ । ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। ଅଣ୍ଡର ଗ୍ରାଉଣ୍ଡ୍ ଘର, ସୁଇମିଂ ପୁଲ୍, ରୁଫ୍ ଟପ୍ କଟେଜ୍ । ଏହାକୁ ନେଇ ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କଣ କହିଛନ୍ତି ଶୁଣନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
