Advertisment

ସରକାରୀ ଘରେ କାହିଁକି ଅଣ୍ଡର ଗ୍ରାଉଣ୍ଡ୍ କରିଥିଲେ ବବି ଦାସ ?

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା।

ଅଦ୍ୟତନ ହୋଇଛି
Advertisment

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ କ୍ୱାର୍ଟର୍ସ । ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। ଅଣ୍ଡର ଗ୍ରାଉଣ୍ଡ୍ ଘର, ସୁଇମିଂ ପୁଲ୍, ରୁଫ୍ ଟପ୍ କଟେଜ୍ । ଏହାକୁ ନେଇ ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କଣ କହିଛନ୍ତି ଶୁଣନ୍ତୁ । 

Advertisment
BjD Pranab Prakash Das Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe