ଟିକେଟ୍ କଟିବା ପରେ ଶନିବାର ଦିନ ଶକ୍ତି ପ୍ରଦର୍ଶନ କରିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ। ନିଜ ନିର୍ବାଚନ ମଣ୍ଡଳୀରେ ହଜାର ହଜାର କର୍ମୀଙ୍କୁ ନେଇ କରିଛନ୍ତି ବିଶାଳ ଶୋଭାଯାତ୍ରା ଓ ସମାବେଶ। ନିମାପଡ଼ାର ବାରବାଟୀ ପଡ଼ିଆରେ ଆୟୋଜିତ ଏହି ସମାବେଶରେ ନିଜ ସମର୍ଥକଙ୍କ ଗହଣରେ ସମୀର ଦାଶ ଦଳୀୟ ନେତୃତ୍ୱଙ୍କୁ ଟିକେଟ ନେଇ ପୁନର୍ବିଚାର କରିବାକୁ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।