Advertisment

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ । ମହିଳା ଓ ଶିଶୁ ବିକାଶ ସହିତ ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି ।

author-image
Manoj Swain
ଅଦ୍ୟତନ ହୋଇଛି

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି । ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିବା ପରେ କ’ଣ ପ୍ରତିକ୍ରିୟା ରଖିଛନ୍ତି ପ୍ରଭାତୀ ପରିଡ଼ା ଶୁଣନ୍ତୁ...

Advertisment
Odisha Pravati Parida