Advertisment

'ବିଜେଡି ପ୍ରଧାନମନ୍ତ୍ରୀ ମୋଦିଙ୍କ ବିକାଶମୂଳକ କାର୍ଯ୍ୟକୁ ସହିପାରୁ ନାହିଁ'

ଭଦ୍ରକ ଧାମନଗରରେ ବୁଧବାର ଦିନ କିଛି ଲୋକ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା କରିଛନ୍ତି।

author-image
Manoj Swain

ଭଦ୍ରକ ଧାମନଗରରେ ବୁଧବାର ଦିନ କିଛି ଲୋକ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା କରିଛନ୍ତି। ଧାମନଗର ଥାନା ଚୂଡ଼ାକୁଟି ପଞ୍ଚାୟତରେ ରାଲି ବେଳେ ଏହି ଘଟଣା ଘଟିଛି। ପୁଲିସ୍ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ ଏହି ଘଟଣା ପାଇଁ ବିଜୁ ଜନତା ଦଳ ଉପରକୁ ଅଙ୍ଗୁଳି ଉଠାଇଛନ୍ତି ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bjp Bhadrak Odisha