ରାଜ୍ୟ ସରକାରଙ୍କ ଉପରେ ପୁଣି ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟରେ ଶଶିକଳା ସିଣ୍ଡ୍ରୋମ ଲକ୍ଷଣ ଦେଖାଗଲାଣି କହିଲେ ଧର୍ମେନ୍ଦ୍ର। ଗତକାଲି ଭୁବନେଶ୍ବର ସାଂସଦଙ୍କ ଗସ୍ତ ବେଳେ ତାଙ୍କୁ ପ୍ରାୟୋଜିତ ଭାବେ ବିରୋଧ କରାଯାଇଛି । ସଂଖ୍ୟା ବଳ ଅଛି ବୋଲି ପ୍ରତିପକ୍ଷଙ୍କୁ ଅପମାନିତ କରିବା ଜଘନ୍ୟ କଥା। ଗତକାଲି ସାସଂଦ ଅପରାଜିତା ଷଡ଼ଙ୍ଗୀ ଅଠାନ୍ତର ଗସ୍ତବେଳେ ଏସଏଚଜି ମହିଳାଙ୍କ ପକ୍ଷରୁ ହୋଇଥିବା ଟେକା ପଥର ଓ ଅଣ୍ଡା ମାଡ଼କୁ ନେଇ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।
Politics
୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ, ମୁଖ୍ୟମନ୍ତ୍ରୀ କରିବେ ଅତିରିକ୍ତ ୮୦୦ ଟଙ୍କା ବଂଟନର ଶୁଭାରମ୍ଭ
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।