ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ପାତ୍ରଙ୍କ ପୁଅ ବିପ୍ଲବଙ୍କୁ ବିଧାୟକ କରିବା ପାଇଁ ବିଜେଡିର ବଡ ଉଦ୍ୟମ ! ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ପାତ୍ରଙ୍କ ପୁଅ ବିପ୍ଲବ ପାତ୍ରଙ୍କୁ ଦିଗପହଣ୍ଡି ଆସନରୁ ପ୍ରୋଜେକ୍ଟ କରିବା ପାଇଁ ବିଜେଡିର ବଡ ଉଦ୍ୟମ। ଦଳର ପୁରୁଖା ନେତା ବିପିନ ପ୍ରଧାନଙ୍କୁ ମଧ୍ୟ ବଳି ପକାଇବାକୁ ହାତ ଛଡା କରିନି ଦଳ। ଆଜି ଦଳର ସାଧାରଣ ସଂପାଦକ ମାନସ ମଙ୍ଗରାଜଙ୍କ ଦସ୍ତଖତରେ ବାହାର କରାଯାଇଥିବା ପ୍ରେସ ରିଲିଜରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିପିନ ପ୍ରଧାନଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଉଲ୍ଲେଖ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ପାଇଁ ଜେପିସି କମିଟିରେ ୩୯ ସଦସ୍ୟ, ଓଡ଼ିଶାରୁ ୪ ସାଂସଦ
ଶାସକ ଏନଡିଏରୁ ୨୭ ଓ ବିଭିନ୍ନ ବିରୋଧୀ ଦଳରୁ ୧୨ ସାସଂଦଙ୍କୁ ଜେପିସିରେ ମିଳିଲା ସ୍ଥାନ। ଓଡ଼ିଶାରୁ ବୈଜୟନ୍ତ, ଭର୍ତ୍ତୃହରି, ସମ୍ବିତଙ୍କ ସମେତ ମାନସ ମଙ୍ଗରାଜ କମିଟିରେ ସାମିଲ।
Politics
ଦଳିତ ଶିକ୍ଷାର୍ଥୀଙ୍କ ପାଇଁ କେଜ୍ରିୱାଲଙ୍କ ‘ଆମ୍ବେଦକର ବୃତ୍ତି”
ବର୍ତ୍ତମାନ ଦେଶରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ପ୍ରସଙ୍ଗରେ ଦେଇଥିବା ବୟାନକୁ ନେଇ ବିବାଦ ଲାଗି ରହିଛି।
Politics
ସଂସଦରେ ଧକ୍କା କାଣ୍ଡ: ରାହୁଲ ଗାନ୍ଧିଙ୍କ କେସ୍ର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ବିଜେପିର ଅଭିଯୋଗକ୍ରମେ ଦିଲ୍ଲୀ ପୁଲିସ୍ ରାହୁଲ ଗାନ୍ଧିଙ୍କ ନାଁରେ ଉଦ୍ଦେଶ୍ୟମୂଳକ ଭାବେ ଗଭୀର ଆଘାତ ଦେବା, ଅନ୍ୟର ଜୀବନ ପ୍ରତି ତଥା ବ୍ୟକ୍ତିଗତ ସୁରକ୍ଷାରେ ବିପଦ ସୃଷ୍ଟି କରିବା, ଅପରାଧିକ କାର୍ଯ୍ୟକଳାପ ଦ୍ଵାରା ଅନ୍ୟକୁ ଭୟଭୀତ କରାଇବା ଭଳି ଗମ୍ଭୀର ଦଫା ଲଗାଇ ମାମଲା କରିଥିଲା।
Politics
ପ୍ରତାପ ଷଡ଼ଙ୍ଗୀଙ୍କୁ ଅଭିନୟ ପାଇଁ ଅସ୍କାର ମିଳିବା ଦରକାର କହିଲେ ଜୟା ବଚ୍ଚନ
ପ୍ରତାପ ଷଡ଼ଙ୍ଗୀଙ୍କ ସହ ମୁକେଶ ରାଜପୁତ ମଧ୍ୟ ଗତକାଲି ସଂସଦରେ ହୋଇଥିବା ଦଙ୍ଗାରେ ଆହତ ହୋଇଥିବା ଅଭିଯୋଗ ହୋଇଛି।