ଡକ୍ଟର ବୁଢାନ ମୁର୍ମୁ ଜଣେ ସଫଳ ଡାକ୍ତର। ଜଣେ ସଫଳ ରାଜନେତା। ଏବେ ମୟୂରଭଞ୍ଜ ଜିଲ୍ଲା ସାରସକଣାର ବିଧାୟକ। ତେବେ ଜୀବନର ଏହି ସିଢ଼ିରେ ପହଞ୍ଚିବା ପାଇଁ ଡକ୍ଟର ମୁର୍ମୁ କେତେ ଯେ ପରିଶ୍ରମ କରିଛନ୍ତି, ତାହା ତାଙ୍କ ସଂଘର୍ଷଭରା କାହାଣୀ ହିଁ କୁହେ। ଭୋକଶୋଷରେ ପାଠ ପଢ଼ିଛନ୍ତି। ଡାକ୍ତର ହୋଇଛନ୍ତି। ଆଉ ତା ପରେ ଏବେ ବିଜେପିର ବିଧାୟକ ଅଛନ୍ତି ଡକ୍ଟର ମୁର୍ମୁ। ଆମ ସହିତ ସ୍ବତନ୍ତ୍ର ସାକ୍ଷାତକାରରରେ ଡକ୍ଟର ମୁର୍ମୁ କହିଛନ୍ତି ତାଙ୍କ ସଂଘର୍ଷର କଥା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆଦିବାସୀଙ୍କ ପାଇଁ ଖୁସି ଖବର; ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ୍
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ପେଶା ଆଇନ୍। ତେବେ ତା’ ପୂର୍ବରୁ ଲୋକଙ୍କ ମତାମତ ନିଆଯିବ। ପେସା ଆଇନ୍ ବାବଦରେ ସଚେତନ କରାଯିବ।
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ଦଳ, କଲା କାଉଣ୍ଟର
ବିଜେଡି କହିଲା, ଆଇନ ସମସ୍ତଙ୍କ ପାଇଁ ସମାନ ନା ନାହିଁ ସ୍ପଷ୍ଟ କରନ୍ତୁ ମୁଖ୍ୟମନ୍ତ୍ରୀ।
Politics
ଜୟନାରାୟଣଙ୍କ ସମର୍ଥନରେ ବାହାରିଲା ବିଜେପି: ବିଜେଡିକୁ ଦେଲା ତା’ରି ଭାଷାରେ ପାଲଟା ଜବାବ
୨୦୨୩ ମସିହାରେ ବିଜେଡି ଶାସନକାଳରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଜଣେ ମହିଳା ପୁଲିସ ଅଧିକାରୀଙ୍କ ସହ ହାତାହାତି ହେବା ଘଟଣାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଗତକାଲି ଖାରଜ କରିଛନ୍ତି ।
Politics
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ଯାଞ୍ଚ ବେଳର ଭିଡିଓକୁ ଅମିତ ଶାହ ନିଜେ ଏକ୍ସରେ ପୋଷ୍ଟ କରିଛନ୍ତି। ଏଥିରେ ଅଧିକାରୀମାନେ କେମିତି ଶାହଙ୍କ ହେଲିକପ୍ଟରରେ ଥିବା ବ୍ୟାଗଗୁଡ଼ିକୁ ଯାଞ୍ଚ କରୁଛନ୍ତି, ତା’ର ଦୃଶ୍ୟ ରହିଛି।
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।