ରାଜ୍ୟ ବିଜେପି କାର୍ଯ୍ୟାଳୟରେ ହଟହଟା ହୋଇଛନ୍ତି ଗତ ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ଦଳ ତରଫରୁ ମେୟର ପ୍ରାର୍ଥୀ ହୋଇଥିବା ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତିନି ଦିନ ତଳେ ନିଲମ୍ବିତ ହୋଇଥିବା ସତ୍ତ୍ୱେ ସେ ଦଳୀୟ ଅଫିସକୁ ଆସି ସେଠାରେ ଦଳ ବିରୋଧରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଥିବା ଅଭିଯୋଗ କରି ବିଜେପିର କେତେକ ମହିଳା କର୍ମୀ ତାଙ୍କୁ ସେଠାରୁ ଘଉଡ଼ାଇ ଦେଇଥିଲେ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ୱାଇଏସ୍ ଜଗନ ରେଡ୍ଡୀ ଓ ଭଉଣୀ ଶର୍ମିଲା ସମ୍ପତ୍ତି ବିବାଦ; ଝିଅ ସପକ୍ଷରେ ବାହାରିଲେ ମାଆ
ୱାଇଏସ୍ ଜଗନ୍ ମୋହନ ରେଡ୍ଡୀ ଏବଂ ତାଙ୍କ ଭଉଣୀ ୱାଇଏସ୍ ଶର୍ମିଲାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ସମ୍ପତ୍ତି ବିବାଦ ମଧ୍ୟରେ ଝିଅ ସମକ୍ଷରେ ବାହାରିଲେ ମାଆ। କହିଲେ ଶର୍ମିଲା ପ୍ରତି ଅନ୍ୟାୟ ହୋଇଛି।
Politics
ଆୟୁଷ୍ମାନ ଭାରତ ବନ୍ଦ କରି ଦିଲ୍ଲୀ ମଡେଲ ଲାଗୁ କରନ୍ତୁ : କେଜ୍ରିୱାଲ
ପ୍ରଧାନମନ୍ତ୍ରୀଙ୍କ ଟାର୍ଗେଟ ପରେ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ତେଜିଲା ରାଜନୀତି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଲେ ପ୍ରଧାନମନ୍ତ୍ରୀ ଲୋକଙ୍କ ସ୍ୱାସ୍ଥ୍ୟ ପ୍ରସଙ୍ଗକୁ ରାଜନୀତିକରଣ କରିବା ଉଚିତ ନୁହେଁ।
Politics
ବର୍ଷିଲେ ସୁନନ୍ଦା, କହିଲେ - ଯାଜପୁରରେ ଏବେବି ବବିଙ୍କ ରାଜ, ବିଜେଡିରେ ଅଫିସର ବାଣ୍ଟୁଥିଲେ ଟିକେଟ
ସୁନନ୍ଦା କହିଛନ୍ତି, ବିଜେଡିରେ ଅଫିସର ଟିକେଟ ବାଣ୍ଟୁଥିଲେ । ଏଥିସହ ବବି ଦାସଙ୍କ ଉପରେ ବର୍ଷି ଟିକେଟ ଦେବାର ପ୍ରତିଶ୍ରୁତି ଦେଇ ଶେଷ ସମୟରେ କାଟି ଦେଇଥିବା ଅଭିଯୋଗ ଆଣିଛନ୍ତି
Politics
ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ
ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ।
Politics
ଖୋଲୁଛି ମହିଳା କମିଶନ ଅଫିସ ଗୁମର: ଅଧ୍ୟକ୍ଷାଙ୍କ ଚାମ୍ବରରେ ଅଛି ବେଡରୁମ୍ , ପଦ ଛାଡ଼ିବାକୁ ନାରାଜ ନେତ୍ରୀ
ରାଜ୍ୟ ସରକାର ନିଜ କ୍ଷମତାର ଉପଯୋଗ କରି ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆଇନ-୧୯୯୩ର ଧାରା ୪(୩)(ଘ) ଓ(ଚ)ର ପ୍ରାବଧାନ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି ।