Go Go Sunit Mund: କାହିଁକି ତଡ଼ା ଖାଇଲେ ସୁନୀତ ମୁଣ୍ଡ ? | Odisha Reporter
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ହଟହଟା ହୋଇଛନ୍ତି ଗତ ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ଦଳ ତରଫରୁ ମେୟର ପ୍ରାର୍ଥୀ ହୋଇଥିବା ସୁନୀତି ମୁଣ୍ଡ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତିନି ଦିନ ତଳେ ନିଲମ୍ବିତ ହୋଇଥିବା ସତ୍ତ୍ୱେ ସେ ଦଳୀୟ ଅଫିସକୁ ଆସି ସେଠାରେ ଦଳ ବିରୋଧରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଥିବା ଅଭିଯୋଗ କରି ବିଜେପିର କେତେକ ମହିଳା କର୍ମୀ ତାଙ୍କୁ ସେଠାରୁ ଘଉଡ଼ାଇ ଦେଇଥିଲେ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
